• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଅଚାନକ୍‌ ଧନ ଲାଭ ହୋଇପାରେ...

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୮ ତାରିଖ, ରବିବାର। ଚନ୍ଦ୍ର – କର୍କଟ  ଅହୋରାତ୍ର ତିଥି-  ପ୍ରତିପଦ ପ୍ରାତଃ ୦୭.୦୭ ଗତେ ୨ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ ପ୍ରାତଃ ୦୭.୦୭ ଗତେ ୨ ପାଦ।

Pisces

ମୀନ

Sunday 08 Jan 2023

ପୂ , ଭାଦ୍ରପଦ -  ପେଟରେ  ସାମାନ୍ୟ କଷ୍ଟ ଅନୁଭବ କରିବେ । କୌଣସି ବଡ଼ ସୁବିଧା ମିଳିବା  ଯୋଗୁ ଧନ ଲାଭ ହେବ । ବନ୍ଧୁମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ଚାକିରିରେ ବେତନ ବୃଦ୍ଧିର ସମ୍ଭାବନା ଅଛି । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।
ଉ , ଭଦ୍ରପଦ - ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ସାଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ ।  ବିଦ୍ୟାର୍ଥୀମାନେ ପଢାପଢି ପ୍ରସନ୍ନ ରହିବେ ।
ରେବତୀ – ଲାଗି ରହିଥିବା ସବୁ କଷ୍ଟ ନିବାରଣ ହେବ । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନାରୀମାନେ ସମାଜରେ ସମ୍ମାନ ପାଇବେ   

ପ୍ରତିକାର – ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :