• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଅଚାନକ୍‌ ଧନ ଲାଭ ହୋଇପାରେ...

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୮ ତାରିଖ, ରବିବାର। ଚନ୍ଦ୍ର – କର୍କଟ  ଅହୋରାତ୍ର ତିଥି-  ପ୍ରତିପଦ ପ୍ରାତଃ ୦୭.୦୭ ଗତେ ୨ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ ପ୍ରାତଃ ୦୭.୦୭ ଗତେ ୨ ପାଦ।

Gemini

ମିଥୁନ

Sunday 08 Jan 2023

ମୃଗଶିରା  - ହଜମ ଜନିତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଗଣମାଧ୍ୟମ ପ୍ରତିନିଧିଙ୍କ ପାଇଁ ଦିନଟା ବ୍ୟସ୍ତତାରେ କଟିବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।
ଆଦ୍ରା -   ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ନକରାତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଆପଣଙ୍କ ଜୀବନସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ । ସମ୍ମାନିତ ଲୋକଙ୍କ ସହ ମିଶିବେ ।
ପୁନର୍ବସୁ - ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ ।   ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :