• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଅଚାନକ୍‌ ଧନ ଲାଭ ହୋଇପାରେ...

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୮ ତାରିଖ, ରବିବାର। ଚନ୍ଦ୍ର – କର୍କଟ  ଅହୋରାତ୍ର ତିଥି-  ପ୍ରତିପଦ ପ୍ରାତଃ ୦୭.୦୭ ଗତେ ୨ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ ପ୍ରାତଃ ୦୭.୦୭ ଗତେ ୨ ପାଦ।

Virgo

କନ୍ୟା

Sunday 08 Jan 2023

ଉ , ଫାଲଗୁନୀ – କୌଣସି ଆତ୍ମୀୟଙ୍କ ନକରାତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ ।  ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ସମସ୍ୟା ନିରାକରଣ ପାଇଁ ଚେଷ୍ଟିତ ହେବେ । ଛାତ୍ରଛାତ୍ରୀମାନେ ପଢାରେ ପ୍ରଂଶସିତ ହେବେ ।
ହସ୍ତା –  ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ । ରାଜନୈତିକ ପରିସ୍ଥିତି ସମ୍ଭାଳିବା ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।
ଚିତ୍ରା – ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।

ପ୍ରତିକାର - ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :