• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଅଚାନକ୍‌ ଧନ ଲାଭ ହୋଇପାରେ...

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୮ ତାରିଖ, ରବିବାର। ଚନ୍ଦ୍ର – କର୍କଟ  ଅହୋରାତ୍ର ତିଥି-  ପ୍ରତିପଦ ପ୍ରାତଃ ୦୭.୦୭ ଗତେ ୨ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ ପ୍ରାତଃ ୦୭.୦୭ ଗତେ ୨ ପାଦ।

Scorpio

ବିଛା

Sunday 08 Jan 2023

ବିଶାଖା – ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।  ଲାଗିରହିଥିବା ମତାନ୍ତର ଦୂର ହୋଇଯିବ । ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ ।  
ଅନୁରାଧା – ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଘରୋଇ କଂପାନୀରେ ଚାକିରି ମିଳିପାରେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ରାଜନୀତିରେ ସତ୍ୟବାଦି ହେବେ ।  ଲେଖାପଢାରେ ଧନ ଅର୍ଜନ କରିବେ ।
ଜ୍ୟେଷ୍ଠା  – ବ୍ୟାଙ୍କରୁ ଋଣ ପାଇବାର ପଥ ପରିଷ୍କାର ହୋଇଯିବ । ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନେ ଅର୍ଥଲାଭ କରିବେ । ମାଲିମକଦ୍ଦମାରେ ଜୟଯୁକ୍ତ ହେବେ ।

ପ୍ରତିକାର – ବିଧି ପୂର୍ବକ ଭାବେ ଶିବ ପୂଜା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :