• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଅଚାନକ୍‌ ଧନ ଲାଭ ହୋଇପାରେ...

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୮ ତାରିଖ, ରବିବାର। ଚନ୍ଦ୍ର – କର୍କଟ  ଅହୋରାତ୍ର ତିଥି-  ପ୍ରତିପଦ ପ୍ରାତଃ ୦୭.୦୭ ଗତେ ୨ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ ପ୍ରାତଃ ୦୭.୦୭ ଗତେ ୨ ପାଦ।

Sagittarius

ଧନୁ

Sunday 08 Jan 2023

ମୂଳା –  ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ ।  ପଡୋଶୀମାନେ ଅସହିଷ୍ଣୁତା ପ୍ରକାଶ କରିବେ । କୌଣସି କାମ ସଂପୂର୍ଣ୍ଣ ହେବା ଯୋଗୁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । 
ପୂ , ଷାଢା – ସରକାରୀ ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ ।  ଜରୁରୀ କାମ ପୂରା କରିବାରେ ସଫଳ ହେବେ ।  ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ବିଦ୍ୟାର୍ଥୀମାନେ ପଢାପଢିରେ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ ।
ଉ , ଷାଢା – ବେପାରରେ ଯୋଜନା ମୁତାବକ କାମ କରିବେ । ଆର୍ଥିକ ଲାଭ ସହ ସମ୍ପତ୍ତି ବୃଦ୍ଧି ହେବ । ଜମିବାଡ଼ି ସମ୍ବନ୍ଧୀୟ ମତାନ୍ତର ସୃଷ୍ଟି ହେବ । ମହିଳାମାନେ ପୂଜା, ପାଠରେ ମନ ଲଗାଇବେ । ଆଇନ ଛାତ୍ରୀ ବଡ ଓକିଲଙ୍କ ସହିତ କାମ କରିବେ ।

ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :