• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th July 2023: ଏହି ରାଶିର ବ୍ୟକ୍ତି ଆଜି ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି –୬ଷ୍ଠୀ ରାତ୍ରି ୦୯.୫୧ ଗତେ ୭ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଦିବା ୦୨.୫୮ ଗତେ ଧନୁ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ, ରାତ୍ରି ୦୮.୩୬ ଗତେ ୧ ପାଦ ।

Aquarius

କୁମ୍ଭ

Saturday 08 Jul 2023

ଧନିଷ୍ଠା-ଅନିୟମିତ ଆହାର ଗ୍ରହଣ ଫଳରେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିଯୋଗିତାରେ ସଫଳତା ପାଇପାରନ୍ତି।

ଶତଭିଷା-ଯେକୌଣସି କାମ କଲେ ପ୍ରଥମେ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ ପରେ ସଫଳତା ମିଳିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଆଶାଜନକ ଫଳ ପାଇବେ।

ପୂ, ଭାଦ୍ରପଦ-ପର କଥାରେ ମନଦେଇ ନିଜ ଘର କାମକୁ ଅବହେଳା କରିପାରନ୍ତି। ନିର୍ମାଣାଧୀନ କାମ ଅଟକି ରହିଯାଇପାରେ । ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ଚେଷ୍ଟାରେ ପାଇବେ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :