• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th July 2023: ଏହି ରାଶିର ବ୍ୟକ୍ତି ଆଜି ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି –୬ଷ୍ଠୀ ରାତ୍ରି ୦୯.୫୧ ଗତେ ୭ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଦିବା ୦୨.୫୮ ଗତେ ଧନୁ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ, ରାତ୍ରି ୦୮.୩୬ ଗତେ ୧ ପାଦ ।

Pisces

ମୀନ

Saturday 08 Jul 2023

ପୂ, ଭାଦ୍ରପଦ-ବନ୍ଧୁଙ୍କ ପ୍ରେରଣାରେ ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହେବେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବାର ସୌଭାଗ୍ୟ ମିଳିପାରେ।

ଉ, ଭାଦ୍ରପଦ-ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ସରସତା ରହିବ ନାହିଁ। ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ପାଇବେ। ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ।

ରେବତୀ-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ଘରର କିଛି ସୁବିଧା ଓ ଅସୁବିଧା ସମ୍ପର୍କରେ ପରିବାର ଭିତରେ ଆଲୋଚନା କରି ପାରନ୍ତି।

ପ୍ରତିକାର – ବୃହସ୍ପତିଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :