• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th July 2023: ଏହି ରାଶିର ବ୍ୟକ୍ତି ଆଜି ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି –୬ଷ୍ଠୀ ରାତ୍ରି ୦୯.୫୧ ଗତେ ୭ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଦିବା ୦୨.୫୮ ଗତେ ଧନୁ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ, ରାତ୍ରି ୦୮.୩୬ ଗତେ ୧ ପାଦ ।

Cancer

କର୍କଟ

Saturday 08 Jul 2023

ପୁନର୍ବସୁ-ଆଜି ଯାହାକୁ ଯାହା କହିବେ ସବୁକିଛି ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ଦୀର୍ଘଦିନର ଚେଷ୍ଟା ପରେ ଋଣ ସୂତ୍ରରେ ଆଜିହିଁ ଅର୍ଥଲାଭ କରିବେ।

ପୁଷ୍ୟା-ପ୍ରତିଦ୍ୱନ୍ଦ୍ୱୀଙ୍କ କାର‌୍ୟ୍ୟ, ବାଣିଜ୍ୟରେ ପ୍ରତିବନ୍ଧକଜନିତ ଦୁଶ୍ଚିନ୍ତା ବଢ଼ିପାରେ। ବନ୍ଧୁଙ୍କ ସହାୟତାରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।

ଅଶ୍ଳେଷା-ସମସ୍ୟା ଲାଗି ରହିଲେ ମଧ୍ୟ ମନଦେଇ କାମଟିକୁ ପୂରା ନ କରିବା ଯାଏଁ ଛାଡ଼ିବେ ନାହିଁ । ଆପଣଙ୍କ ଅତି ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :