• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th July 2023: ଏହି ରାଶିର ବ୍ୟକ୍ତି ଆଜି ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି –୬ଷ୍ଠୀ ରାତ୍ରି ୦୯.୫୧ ଗତେ ୭ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଦିବା ୦୨.୫୮ ଗତେ ଧନୁ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ, ରାତ୍ରି ୦୮.୩୬ ଗତେ ୧ ପାଦ ।

Virgo

କନ୍ୟା

Saturday 08 Jul 2023

ଉ- ଫାଲ୍‌ଗୁନୀ-ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ସମ୍ଭାବନା ରହଛି। କଳା ସାହିତ୍ୟ, ସଙ୍ଗୀତ ତଥା ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ମିଳିବ।

ହସ୍ତା-ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପାରିବାରିକ, ପରିବହନ, ଛୋଟ ଦୋକାନ, ହୋଟେଲ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ।

ଚିତ୍ରା- ଅନ୍ୟର ସାହାର୍ଯ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହେବେ

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :