• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th July 2023: ଏହି ରାଶିର ବ୍ୟକ୍ତି ଆଜି ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି –୬ଷ୍ଠୀ ରାତ୍ରି ୦୯.୫୧ ଗତେ ୭ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଦିବା ୦୨.୫୮ ଗତେ ଧନୁ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ, ରାତ୍ରି ୦୮.୩୬ ଗତେ ୧ ପାଦ ।

Libra

ତୁଳା

Saturday 08 Jul 2023

ଚିତ୍ରା-ପରିବାରରେ ଭୁଲ ବୁଝାମଣା ନେଇ ଅଶାନ୍ତି ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ।

ସ୍ୱାତୀ-ଅଭିଳଷିତ ଜିନିଷ ପ୍ରାପ୍ତି ହେବା ସାଙ୍ଗକୁ ବନ୍ଧୁଙ୍କ ଆଦରଣୀୟ ହେବେ। ନିଜର ଲୋକମାନଙ୍କ କାର‌୍ୟ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ବ୍ୟବସାୟିକ ସ୍ଥିତି ପ୍ରାୟତଃ ସନ୍ତୋଷଜନକ ରହିବ।

ବିଶାଖା-ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରି ଯାଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :