• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th July 2023: ଏହି ରାଶିର ବ୍ୟକ୍ତି ଆଜି ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି –୬ଷ୍ଠୀ ରାତ୍ରି ୦୯.୫୧ ଗତେ ୭ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଦିବା ୦୨.୫୮ ଗତେ ଧନୁ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ, ରାତ୍ରି ୦୮.୩୬ ଗତେ ୧ ପାଦ ।

Sagittarius

ଧନୁ

Saturday 08 Jul 2023

ମୂଳା-ଅର୍ଥଲାଭ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ। ଘରର କେତେକ ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରି ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ

ପୂ, ଷାଢା-କେତେକ କ୍ଷେତ୍ରରେ ପର ପାଇଁ ଖଟିବାକୁ ପଡ଼ିପାରେ। ବନ୍ଧୁଙ୍କ କାର‌୍ୟ୍ୟରେ ଅସନ୍ତୋଷ ବ୍ୟକ୍ତ କରିପାରନ୍ତି। ରାଜନୀତି, ସଭାସମିତି କାର‌୍ୟ୍ୟ ସକାଶେ ଆଲୋଚନା ଫଳପ୍ରଦ ହୋଇପାରେ।

ଉ, ଷାଢା-ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ। ଅଚାନକ ଭାବରେ ବନ୍ଧୁଙ୍କ ଆମନ୍ତ୍ରଣ ପାଇ ଯାତ୍ରା କରିପାରନ୍ତି।

ପ୍ରତିକାର – ଗୋ ମତାଙ୍କୁ ସବୁଜ ଖାଦ୍ୟ ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :