• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th July 2023: ଏହି ରାଶିର ବ୍ୟକ୍ତି ଆଜି ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି –୬ଷ୍ଠୀ ରାତ୍ରି ୦୯.୫୧ ଗତେ ୭ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଦିବା ୦୨.୫୮ ଗତେ ଧନୁ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ, ରାତ୍ରି ୦୮.୩୬ ଗତେ ୧ ପାଦ ।

Capricorn

ମକର

Saturday 08 Jul 2023

ଉ, ଷାଢା- ନିଜର ସ୍ବାର୍ଥ ସାଧନ ଦିଗରେ ଅନ୍ୟକୁ ନିୟୋଜିତ କରିବା ସକାଶେ ଯୋଜନା କରିବେ। ବାଣିଜ୍ୟ, ଶିଳ୍ପ ଓ ବ୍ୟବସାୟରେ ଦ୍ୱନ୍ଦ୍ୱର ଅବସାନ ଘଟିବ।

ଶ୍ରବଣା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କାର‌୍ୟ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।

ଧନିଷ୍ଠା-ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ସଫଳତା ପାଇବେ। ଗୁରୁଜନଙ୍କ ସହମତିରେ କାମ କଲେ ଉପକୃତ ହେବେ। ସଭାସମିତି ଓ ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ।

ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :