Daily Horoscope 8th July 2023: ଏହି ରାଶିର ବ୍ୟକ୍ତି ଆଜି ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି –୬ଷ୍ଠୀ ରାତ୍ରି ୦୯.୫୧ ଗତେ ୭ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଦିବା ୦୨.୫୮ ଗତେ ଧନୁ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ, ରାତ୍ରି ୦୮.୩୬ ଗତେ ୧ ପାଦ ।

Aries

ମେଷ

Saturday 08 Jul 2023

ଅଶ୍ୱନୀ- କେତେ ଗୁଡିଏ ମହତ୍ୱପୂର୍ଣ୍ଣ କାର୍ଯ୍ୟର ପରିବର୍ତନ ହୋଇ ଆପଣଙ୍କ ଆର୍ôଥକ ସ୍ଥିତି ବହୁତ ଭଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ ସମ୍ମାନ ଓ ସହାନୁଭୂତି ଲାଭ କରିବେ।

ଦ୍ୱିଜା- ନିଜର ଲୋକଙ୍କ ସହ କଳହର ସମ୍ମୁଖୀନ ହେବେ। ଅବଶ୍ୟ କିଛି ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ।

କୃତିକା- ଆଇନ ଅଦାଲତ, କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ କ୍ଷେତ୍ର ଭଲ ରହିବ। ଜମିଜମା, କଳ କାରଖାନା, ହୋଟେଲ ଶିଳ୍ପ, ରେଷ୍ଟୁରାଣ୍ଟ ପ୍ରଭୃତିରେ ସମସ୍ୟା ସମାଧାନ ହୋଇଯିବ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :