• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବହୁ ଦିନର ମନସ୍କାମନା ପୂରଣ ହେବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୩ୟା ଅହୋରାତ୍ର,ଘାତଚନ୍ଦ୍ର-ନାସ୍ତି ,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Monday 08 Jul 2024

ଧନିଷ୍ଠା- ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ଅବହେଳିତ କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ । ଘରେ କୈାଣସି ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ

ଶତଭିଷା- ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଟେନ୍ସନ ଲାଗିରହିବ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବେ। ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ।

ପୂ,ଭାଦ୍ରପଦ- କଳା, ସାହିତ୍ୟ, ସାମ୍ବାଦିକତାରେ ସମସ୍ୟା ସମାଧାନ ହୋଇଯିବ । ପିଲାମାନଙ୍କ ଗୌରବ ସାମୟିକ ସାନ୍ତ୍ୱନାର କାରଣ ହେବ। କୌଣସି ଆନୁଷ୍ଠାନିକ କାମ କିମ୍ବା ଶୁଭକାର‌୍ୟ୍ୟରେ ଯୋଗଦେଇପାରନ୍ତି

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :