• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବହୁ ଦିନର ମନସ୍କାମନା ପୂରଣ ହେବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୩ୟା ଅହୋରାତ୍ର,ଘାତଚନ୍ଦ୍ର-ନାସ୍ତି ,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Monday 08 Jul 2024

ପୁନର୍ବସୁ- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ

ପୁଷ୍ୟା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ଅଶ୍ଲେଷା- ମାଲିମୋକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :