• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବହୁ ଦିନର ମନସ୍କାମନା ପୂରଣ ହେବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୩ୟା ଅହୋରାତ୍ର,ଘାତଚନ୍ଦ୍ର-ନାସ୍ତି ,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Monday 08 Jul 2024

ମଘା- କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ ଓ ଅନ୍ୟମାନେ ଆପଣଙ୍କୁ ପ୍ରଶଂସା କରିବେ। ଶାରୀରିକ ଅସୁସ୍ଥତା ହେତୁ ବ୍ୟସ୍ତ ବିବ୍ରତ ମନ କଥା ମନଭିତରେ ରଖି ପାରିବାରିକ ସମସ୍ୟାର ସରଳ ସମାଧାନ କରିପାରନ୍ତି

ପୂ,ଫାଲଗୁନି- କର୍ମକ୍ଷେତ୍ରରେ ସହକର୍ମୀଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହୋଇଯିବେ। ବନ୍ଧୁ ଗହଣରେ ମଉଜିଆ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟ ଓ ପରିବହନରେ ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ

ଉ,ଫାଲଗୁନି- ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି । ମନ ଭଲ ନ ଥିବାରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ।

ପ୍ରତିକାର – ଚଉଳା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :