• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବହୁ ଦିନର ମନସ୍କାମନା ପୂରଣ ହେବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୩ୟା ଅହୋରାତ୍ର,ଘାତଚନ୍ଦ୍ର-ନାସ୍ତି ,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Monday 08 Jul 2024

ଚିତ୍ରା- ସହକର୍ମୀଙ୍କ ସହାୟତାରୁ ସରକାରୀ କ୍ଷେତ୍ରରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ବନ୍ଧୁଙ୍କଠାରୁ ହଠାତ୍ କୈଣସି ଖବର ପାଇ ଖୁସି ହେବେ। ଅଫିସ କାମରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।

ସ୍ୱାତୀ- ବ୍ୟବସାୟ,ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସଭାସମିତି ଓ ସାହିତ୍ୟ, ସାମ୍ବାଦିକତାରୁ ପ୍ରଶଂସିତ ହେବେ। ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ।

ବିଶାଖା- ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହେବ । ନିଜର ମନ ମୁତାବକ ଜମିକିଣି ସେଥିରେ ଗୃହ ନିର୍ମାଣ କରିବେ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :