Daily Horoscope 8th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବହୁ ଦିନର ମନସ୍କାମନା ପୂରଣ ହେବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୩ୟା ଅହୋରାତ୍ର,ଘାତଚନ୍ଦ୍ର-ନାସ୍ତି ,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Aries

ମେଷ

Monday 08 Jul 2024

ଅଶ୍ୱନୀ- ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ପୁରୁଣା କଥାକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । କର୍ମକ୍ଷେତ୍ରରେ ଉପର କର୍ମକର୍ତ୍ତାମାନେ ଆପଣଙ୍କ କାର‌୍ୟ୍ୟରେ ସନ୍ତୋଷ ପ୍ରକାଶ କରିପାରନ୍ତି

ଦ୍ୱିଜା- ସଭାସମିତିର ଆଲୋଚନା ମଧ୍ୟରେ କୌଣସି ହସ୍ତକ୍ଷେପକୁ କେନ୍ଦ୍ରକରି ସାମାନ୍ୟ ସମସ୍ୟା ଲାଗିପାରେ। ଛାତ୍ରଛାତ୍ରୀ ମାନେ ଗୁରୁଜନ ମାନଙ୍କ ପରାମର୍ଶ ଗ୍ରହଣ କରନ୍ତ

କୃତିକା- ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ୱାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ।

ପ୍ରତିକାର - ମିଠା, କିମ୍ବା ମିଠା ଦହି ଖାଇ ଘରୁ ବାହରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :