• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th June 2023: ଆଜି ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ଦିନଟି ଭଲରେ କଟିବ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୫ମୀ ସନ୍ଧ୍ୟା ୦୬.୫୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Thursday 08 Jun 2023

କୃତିକା- ରୋଗୀ ମାନଙ୍କ ରୋଗ ପ୍ରାୟତଃ କମି ଯାଇପାରେ । ପରିସ୍ଥିତି ବଦଳି ଯିବା ଫଳରେ ଅଯଥା ହଇରାଣ ହୋଇପାରନ୍ତି । କୈାଣସି କାର୍ଯ୍ୟର ସମାଧାନ ହୋଇଯିବ । ମାଙ୍ଗଳିକ କାର୍ଯ୍ୟରେ ମନ ଯୋଗଦେବେ ।

ରୋହିଣୀ- ପରିବାରରେ ଚିନ୍ତା ବଢିପାରେ । ଚାକିରି କ୍ଷେତ୍ରରେ ପ୍ରାଧାନ୍ୟ ହ୍ରାସ ପାଇବେ । ମୋହରେ ପଡି ଅପଦସ୍ତ ହେବେ । ଆତ୍ମୀୟଙ୍କ ଦ୍ୱାରା ସମସ୍ୟାର ସମଧାନ ହୋଇଯିବ ।

ମୃଗଶିରା- ଶିକ୍ଷା କ୍ଷେତ୍ରରେ ଅଭିଜ୍ଞତା ବଢିବ । ସମ୍ପତି-ବାଡିକୁ ନେଇ ଅନେକ ପରିସ୍ଥିତି ଦେଖା ଦେଇପାରେ । ମହିଳା ମାନଙ୍କୁ ଅନେକ ଚାପରେ ଗତି କରିବାକୁ ପଡିପାରେ

ପ୍ରତିକାର – ମାଆ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :