• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th June 2023: ଆଜି ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ଦିନଟି ଭଲରେ କଟିବ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୫ମୀ ସନ୍ଧ୍ୟା ୦୬.୫୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Thursday 08 Jun 2023

ଧନିଷ୍ଠା- ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ନେଇପାରନ୍ତି । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ

ଶତଭିଷା- ପୁସ୍ତକ ବ୍ୟବସାୟ, ପ୍ରସାଧନ ସାମଗ୍ରୀ ବ୍ୟବସାୟରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ ।

ପୂ, ଭାଦ୍ରପଦ- ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :