• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th June 2023: ଆଜି ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ଦିନଟି ଭଲରେ କଟିବ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୫ମୀ ସନ୍ଧ୍ୟା ୦୬.୫୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Thursday 08 Jun 2023

ପୂ, ଭାଦ୍ରପଦ- ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ । ଆପଣ ଭଲ ପାଉଥିବା ଲୋକଙ୍କ ସହିତ ଆପଣ ସମୟ ବିତାଇବେ । ନିଜର ବନ୍ଧନକୁ ଦୃଢ଼ କରିବା ପାଇଁ ପ୍ରୟାସ କରିବେ । ଯଦି ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ଫଳାଫଳ ଅନୁକୂଳ ହେବ

ଉ, ଭାଦ୍ରପଦ- ଆପଣଙ୍କର ବ୍ୟକ୍ତିତ୍ୱ ପ୍ରତ୍ୟେକ କ୍ଷେତ୍ରରେ ବିକାଶ ହେବ । ପରୀକ୍ଷା ପ୍ରାର୍ଥୀମାନେ ଶ୍ରେଷ୍ଠ ପ୍ରଦର୍ଶନକାରୀ ହେବାର ସମ୍ଭାବନା ଅଧିକ ଦେଖାଦେବ

ରେବତୀ- ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ । ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହି ପାରନ୍ତି ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :