• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th June 2023: ଆଜି ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ଦିନଟି ଭଲରେ କଟିବ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୫ମୀ ସନ୍ଧ୍ୟା ୦୬.୫୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Thursday 08 Jun 2023

ମୃଗଶିରା- ଶରୀରରେ କିଛି ସମସ୍ୟା ଦେଖାଦେଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମି ମାନେ ବିରୋଧ କରିପାରନ୍ତି

ଆଦ୍ରା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ

ପୁନର୍ବସୁ- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।

ପ୍ରତିକାର – ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :