• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th June 2023: ଆଜି ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ଦିନଟି ଭଲରେ କଟିବ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୫ମୀ ସନ୍ଧ୍ୟା ୦୬.୫୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Thursday 08 Jun 2023

ପୁନର୍ବସୁ- ମାନସିକ ଉତେଜନା ଭୋଗିବେ । ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟ କ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ଼ କରିବେ ।

ପୁଷ୍ୟା- ବ୍ୟୟ ଅଧିକ ହେଲେ ବି ଆୟ ସଂଖ୍ୟା ବଢିପାରେ । କୈାଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ ।

ଅଶ୍ଳେଷା- ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରି ମାନେ ପଢାରେ ଅବେହଳା କରି ପାରନ୍ତି । ମହିଳା ମାନଙ୍କ ମନବଳ ବୃଦ୍ଧି ଘଟିବ ।

ପ୍ରତିକାର – ମାଆ ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :