• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th June 2023: ଆଜି ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ଦିନଟି ଭଲରେ କଟିବ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୫ମୀ ସନ୍ଧ୍ୟା ୦୬.୫୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Thursday 08 Jun 2023

ମଘା- ସ୍ୱାସ୍ଥ୍ୟ ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ ।

ପୂ- ଫାଲ୍‌ଗୁନୀ- ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ ।

ଉ- ଫାଲ୍‌ଗୁନୀ- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :