• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th June 2023: ଆଜି ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ଦିନଟି ଭଲରେ କଟିବ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୫ମୀ ସନ୍ଧ୍ୟା ୦୬.୫୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Thursday 08 Jun 2023

ଉ- ଫାଲ୍‌ଗୁନୀ- ଆକସ୍ମିକ ଦୁର୍ଘଟଣା ଘଟିପାରେ , ତେଣୁ ସାବଧାନ ରୁହନ୍ତୁ । ମନକୁ ସ୍ଥିର କରି ନୂଆ ବ୍ୟବସାୟ ଆରମ୍ଭ କରିବେ । କର୍ମକ୍ଷେତ୍ରରେ ନିଜ ପ୍ରତିଭାର ପ୍ରମାଣ ଦେଇ ଆଗକୁ ବଢିବେ 

ହସ୍ତା- ପିଲାଦିନର ବନ୍ଧୁଙ୍କ ସହୟତା ମିଳିପାରେ । ରାଜନୀତିରେ ସମର୍ଥନ ହ୍ରାସ ପାଇପାରିବେ । ଛାତ୍ରଛାତ୍ରୀ ମାନେ ପଢାରେ ଅବେହଳା କରି ଦୁଃଖ ପ୍ରକାଶ କରିବେ ।

ଚିତ୍ରା- ଆୟର ପନ୍ଥା ଖୋଲିଯିବ । ଯାନ,ବାହନ କରିବାରେ ଆଗ୍ରହ ବଢିବ । ମହିଳା ମାନେ ମନରେ ବ୍ୟାକୁଳତା ଅନୁଭବ କରିବେ ।

ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :