• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th June 2023: ଆଜି ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ଦିନଟି ଭଲରେ କଟିବ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୫ମୀ ସନ୍ଧ୍ୟା ୦୬.୫୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Thursday 08 Jun 2023

ବିଶାଖା- ଆଶାଙ୍କାରେ ଦିନ କାଟିବେ । ଆତ୍ମୀୟଙ୍କ ଦୁର୍ବବ୍ୟବହାର ଭୋଗିବେ । ନିତ୍ୟ କର୍ମରେ ବ୍ୟତିକ୍ରମ ଘଟିପାରେ । ପରିବେଶ ଆନନ୍ଦ ଦାୟକ ରହିବ । ଧନ ହେତୁ ଶାନ୍ତି ଅନୁଭବ କରିବେ ।

ଅନୁରାଧା- ବ୍ୟବସାୟୀ ମାନେ ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ । ଚାକିରୀରେ କର୍ମତତ୍‌ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ ।

ଜ୍ୟୋଷ୍ଠା- ରାଜନୀତିରେ ଦୁଃଶାହସିକ ପଦକ୍ଷପ ଗ୍ରହଣ କରିବେ । ଖଳ ଲୋକଙ୍କ ଦ୍ୱାରା କ୍ଷତିଗ୍ରସ୍ତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନଙ୍କର ଶିକ୍ଷାରେ ଦକ୍ଷତା ଓ ଅଭିଜ୍ଞତା ବଢିବ ।

ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :