Daily Horoscope 8th June 2023: ଆଜି ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ଦିନଟି ଭଲରେ କଟିବ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୫ମୀ ସନ୍ଧ୍ୟା ୦୬.୫୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Aries

ମେଷ

Thursday 08 Jun 2023

ଅଶ୍ୱନୀ- କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ବ୍ୟବସାୟରେ ଭଲ ଅର୍ଥ ପାଇବେ । ମହିଳା ମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ

ଦ୍ୱିଜା- ଘରେ ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ । କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ ।

କୃତିକା- ରାଜନୀତିରେ ଆଗକୁ ଯିବେ । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :