ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ଶନିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୨ୟା ଦିବା ୦୩.୫୫ ଗତେ ୩ୟା ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୦୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୭.୪୩ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ
ମଘା- ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି। ବ୍ୟବସାୟ ଓ ପରିବହନରେ ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ । ପାରିବାରିକ ସମସ୍ୟାକୁ ସମ୍ପର୍କୀୟଙ୍କ ସହାୟତାରେ ସୁଧାରିନେବେ।
ପୂ,ଫାଲଗୁନି- କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ। ଚାକିରିରେ ସ୍ଥାନନାଶ ଯୋଗ ରହଛି । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ
ଉ,ଫାଲଗୁନି- ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି। ଆକସ୍ମିକ ଭାବେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ । କୌଣସି ଏକ ସାଧାରଣ କଥା ନେଇ ପରିବହନ କ୍ଷେତ୍ରରେ ଅସୁବିଧାରେ ପଡ଼ିପାରନ୍ତି।
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧