• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Mar 2024: ଏହି ରାଶିର ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାର ସମ୍ଭାବନା ରହିଛି...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ରାତ୍ରି ୦୯.୧୯ ଗତେ କୁମ୍ଭ। ତିଥି- ୧୩ଶୀ ରାତ୍ରି ୦୯.୫୮ ଗତେ ୧୪ଶୀ ।

Taurus

ବୃଷ

Friday 08 Mar 2024

କୃତିକା- ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ ।

ରୋହିଣୀ- ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ।

ମୃଗଶିରା- ନିଜର ବ୍ୟବହାର ସଂଯମତା ରଖନ୍ତୁ ନଚେତ୍ ଗ୍ରାହକଙ୍କ ସହ ତର୍କବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :