• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Mar 2024: ଏହି ରାଶିର ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାର ସମ୍ଭାବନା ରହିଛି...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ରାତ୍ରି ୦୯.୧୯ ଗତେ କୁମ୍ଭ। ତିଥି- ୧୩ଶୀ ରାତ୍ରି ୦୯.୫୮ ଗତେ ୧୪ଶୀ ।

Aquarius

କୁମ୍ଭ

Friday 08 Mar 2024

ଧନିଷ୍ଠା- ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଭାବପ୍ରବଣତା ବୃଦ୍ଧି ଯୋଗୁ ମନୋବଳ ହ୍ରାସ ପାଇବ । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ ।

ଶତଭିଷା- ପ୍ରତିଯୋଗିତାରେ ଉତିର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତୃ ଓ ବିରୋଧି ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ।

ପୂ,ଭାଦ୍ରପଦ- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :