• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Mar 2024: ଏହି ରାଶିର ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାର ସମ୍ଭାବନା ରହିଛି...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ରାତ୍ରି ୦୯.୧୯ ଗତେ କୁମ୍ଭ। ତିଥି- ୧୩ଶୀ ରାତ୍ରି ୦୯.୫୮ ଗତେ ୧୪ଶୀ ।

Pisces

ମୀନ

Friday 08 Mar 2024

ପୂ,ଭାଦ୍ରପଦ- ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାରେ ସାହାଯ୍ୟ କରିବ । କବିଙ୍କର କୌଣସି କବିତାରେ ପ୍ରଂଶସା ହୋଇପାରେ । ଆକସ୍ମିକ ଭାବରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ ।

ଉ,ଭାଦ୍ରପଦ- ଅନ୍‌ଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।

ରେବତୀ- ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ଅଫିସରେ ସହକର୍ମୀ ମାନେ ପରାମର୍ଶ ଲୋଡିପାରନ୍ତି ।

ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :