• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Mar 2024: ଏହି ରାଶିର ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାର ସମ୍ଭାବନା ରହିଛି...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ରାତ୍ରି ୦୯.୧୯ ଗତେ କୁମ୍ଭ। ତିଥି- ୧୩ଶୀ ରାତ୍ରି ୦୯.୫୮ ଗତେ ୧୪ଶୀ ।

Gemini

ମିଥୁନ

Friday 08 Mar 2024

ମୃଗଶିରା- ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ପରିବାରରେ କୌଣସି ବ୍ୟକ୍ତିଙ୍କର ନୂତନ କର୍ମ ନିଯୁକ୍ତିର ସୁଯୋଗ ଆସିପାରେ । ଆଜି ଦିନଟିରେ ସ୍ୱାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ ।

ଆଦ୍ରା- ଛାତ୍ରଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିବେ ।

ପୁନର୍ବସୁ- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ଧାର ଦେବା ନେବାରେ ନିବୃତ ରୁହନ୍ତୁ

ପ୍ରତିକାର – ବିଷ୍ଣୁଙ୍କର ପୂଜା ସହିତ ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :