• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Mar 2024: ଏହି ରାଶିର ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାର ସମ୍ଭାବନା ରହିଛି...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ରାତ୍ରି ୦୯.୧୯ ଗତେ କୁମ୍ଭ। ତିଥି- ୧୩ଶୀ ରାତ୍ରି ୦୯.୫୮ ଗତେ ୧୪ଶୀ ।

Cancer

କର୍କଟ

Friday 08 Mar 2024

ପୁନର୍ବସୁ- ଦାମ୍ପତ୍ୟ ଜୀବନ ସାମଞ୍ଜସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ

ପୁଷ୍ୟା- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦପବଦୀ ମିଳିବା ସହ ନୂଆ ସମ୍ପର୍କ ସୃଷ୍ଟି ହୋଇ ଜନ ସମାଜରେ ମାନ, ସମ୍ମାନ ବୃଦ୍ଧି ହେବା ଯୋଗେ ଆନନ୍ଦିତ ହେବେ । କର୍ମ କ୍ଷେତ୍ରରେ ସବୁକଥାକୁ ହାଲୁକା ଭାବରେ ଗ୍ରହଣ କଲେ କ୍ଷତିରେ ପଡିବେ ।

ଅଶ୍ଲେଷା- ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ ।

ପ୍ରତିକାର – କୌଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :