• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Mar 2024: ଏହି ରାଶିର ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାର ସମ୍ଭାବନା ରହିଛି...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ରାତ୍ରି ୦୯.୧୯ ଗତେ କୁମ୍ଭ। ତିଥି- ୧୩ଶୀ ରାତ୍ରି ୦୯.୫୮ ଗତେ ୧୪ଶୀ ।

Leo

ସିଂହ

Friday 08 Mar 2024

ମଘା- କୌଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ

ପୂ,ଫାଲଗୁନି- ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଅଫିସରେ କୌଣସି ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ ।

ଉ,ଫାଲଗୁନି- ବିଦ୍ୟାର୍ଥୀମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । ପରୋକ୍ଷ ଭାବରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ ।

ପ୍ରତିକାର – ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :