• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Mar 2024: ଏହି ରାଶିର ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାର ସମ୍ଭାବନା ରହିଛି...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ରାତ୍ରି ୦୯.୧୯ ଗତେ କୁମ୍ଭ। ତିଥି- ୧୩ଶୀ ରାତ୍ରି ୦୯.୫୮ ଗତେ ୧୪ଶୀ ।

Virgo

କନ୍ୟା

Friday 08 Mar 2024

ଉ,ଫଳଗୁନି- ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ପ୍ରେମିକ ପ୍ରେମିକାମାନେ ନିକଟବର୍ତ୍ତୀ ହେବେ ।

ହସ୍ତା- ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।

ଚିତ୍ରା- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :