• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Mar 2024: ଏହି ରାଶିର ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାର ସମ୍ଭାବନା ରହିଛି...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ରାତ୍ରି ୦୯.୧୯ ଗତେ କୁମ୍ଭ। ତିଥି- ୧୩ଶୀ ରାତ୍ରି ୦୯.୫୮ ଗତେ ୧୪ଶୀ ।

Libra

ତୁଳା

Friday 08 Mar 2024

ଚିତ୍ରା- ଆଧାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି । ନୂତନ ବନ୍ଧୁଙ୍କ ଭେଟ ହେବା ଫଳରେ ଅଟକି ଯାଇଥିବା କାମକୁ ସମ୍ପୂର୍ଣ୍ଣ କରିବେ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ।

ସ୍ୱାତୀ- ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ

ବିଶାଖା- ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । ଘର ପାଇଁ ନୂଆ ଆସବାବ କ୍ରୟ କରିବେ । ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :