• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Mar 2024: ଏହି ରାଶିର ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାର ସମ୍ଭାବନା ରହିଛି...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ରାତ୍ରି ୦୯.୧୯ ଗତେ କୁମ୍ଭ। ତିଥି- ୧୩ଶୀ ରାତ୍ରି ୦୯.୫୮ ଗତେ ୧୪ଶୀ ।

Scorpio

ବିଛା

Friday 08 Mar 2024

ବିଶାଖା- ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମ କର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ପତି ପତ୍ନୀ ପରସ୍ପର ନିକଟତର ହେବେ ।

ଅନୁରାଧା- ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ବନ୍ଧୁଙ୍କ ଆଗମନ ଯୋଗୁ ମଉଜ ମଜଲିସରେ ସମୟ ଅତିବାହିତ କରିବେ ।

ଜ୍ୟେଷ୍ଠା- ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । କଚେରୀ ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।

ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :