• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Mar 2024: ଏହି ରାଶିର ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାର ସମ୍ଭାବନା ରହିଛି...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ରାତ୍ରି ୦୯.୧୯ ଗତେ କୁମ୍ଭ। ତିଥି- ୧୩ଶୀ ରାତ୍ରି ୦୯.୫୮ ଗତେ ୧୪ଶୀ ।

Sagittarius

ଧନୁ

Friday 08 Mar 2024

ମୂଳା- ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ।

ପୂ,ଷାଢା- ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଉତଥାନ,ପତନରେ ଗତି କରିବେ । ଅପେକ୍ଷା କରିଥିବା ସରକାରୀ ସ୍ତରରୁ ଶୁଭ ଖବରଟି ମିଳିବ ।

ଉ,ଷାଢା- କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବୈବାହିକ ଜୀବନରେ ସୁଖ ଶାନ୍ତିରେ କଟିବ । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ।

ପ୍ରତିକାର – ଶ୍ରୀ ରାମଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :