• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Mar 2024: ଏହି ରାଶିର ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାର ସମ୍ଭାବନା ରହିଛି...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ରାତ୍ରି ୦୯.୧୯ ଗତେ କୁମ୍ଭ। ତିଥି- ୧୩ଶୀ ରାତ୍ରି ୦୯.୫୮ ଗତେ ୧୪ଶୀ ।

Capricorn

ମକର

Friday 08 Mar 2024

ଉ,ଷାଢା- ବଡ଼ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । କିଛି ପାରିବାରିକ କଥାକୁ ନେଇ ମନରେ ଅନ୍ତଦ୍ୱର୍ନ୍ଦ ସୃଷ୍ଟି ହୋଇପାରେ ।

ଶ୍ରବଣା- କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେଇପାରନ୍ତି । କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।

ଧନିଷ୍ଠା- ଯେଉଁ ବ୍ୟକ୍ତିମାନେ ନୂଆ ଚାକିରି ଚାହୁଁଛନ୍ତି ସୋମାନେ ଏଥିରେ ସଫଳ ହେବେ । ବିଦ୍ୟାର୍ଥୀମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ । ଅନ୍ୟମାନଙ୍କ ପାଇଁ ପରାମର୍ଶ ଦାତା ହୋଇ ପ୍ରଶଂସିତ ହେବେ ।

ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :