• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th March 2023: ଏହି ରାଶିର ବ୍ୟକ୍ତି ଆଜି ନିସ୍ପଳତା ଓ ନିରାଶା ଅନୁଭବ କରିବେ

ସୌର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ବୁଧବାର । ଚନ୍ଦ୍ର - ସିଂହ ଦିବା ୦୮.୫୨ ଗତେ କନ୍ୟା । ତିଥି - ପ୍ରତିପଦ ରାତ୍ରି ୦୭.୪୩ ଗତେ ୨ୟା । ଘାତ ଚନ୍ଦ୍ର - କର୍କଟ, ମକର ଦିବା ୦୮.୫୨ ଗତେ ବୃଷ । ଘାତ ବାର- କର୍କଟ ।

Pisces

ମୀନ

Wednesday 08 Mar 2023

ପୂ, ଭାଦ୍ରପଦ- ନିସ୍ପଳତା ଓ ନିରାଶ ଭାବ ଦେଖାଦେବ । ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।

ଉ, ଭାଦ୍ରପଦ- ଯାନବାହାନ, ଲାଭ ସାଙ୍ଗକୁ ମନୋରଞନ ଓ ମାଙ୍ଗଳିକ କାମରୁ ଖୁସିରହିବେ । ଅନ୍ୟର ସାହାଯ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ ।

ରେବତୀ- ସମ୍ପର୍କୀୟ ଜଣେ ବନ୍ଧୁଙ୍କ ପ୍ରତିଶୃତି ଯାହାକି ଆପଣଙ୍କ କାମରେ ଆସିବ ଉପରିସ୍ଥ ଅଫିସର ମାନଙ୍କର ଚାପ ବୃଦ୍ଧି ପାଇବ । କୌଣସି କାର‌୍ୟ୍ୟକୁ ନେଇ ଚିନ୍ତିତ ରହିବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ