• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th March 2023: ଏହି ରାଶିର ବ୍ୟକ୍ତି ଆଜି ନିସ୍ପଳତା ଓ ନିରାଶା ଅନୁଭବ କରିବେ

ସୌର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ବୁଧବାର । ଚନ୍ଦ୍ର - ସିଂହ ଦିବା ୦୮.୫୨ ଗତେ କନ୍ୟା । ତିଥି - ପ୍ରତିପଦ ରାତ୍ରି ୦୭.୪୩ ଗତେ ୨ୟା । ଘାତ ଚନ୍ଦ୍ର - କର୍କଟ, ମକର ଦିବା ୦୮.୫୨ ଗତେ ବୃଷ । ଘାତ ବାର- କର୍କଟ ।

Leo

ସିଂହ

Wednesday 08 Mar 2023

ମଘା- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଚାକିରିରେ କ୍ଷେତ୍ରରେ ଭଲ ଫଳ ପାଇବେ ।

ପୂ- ଫାଲ୍‌ଗୁନୀ- ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ଋତ ହେବେ । ପ୍ରତିକୂଳ ପରିସ୍ଥିତିରେ ବି ପାରିବାରିକ ଦାୟିତ୍ୱ ସୂଚାରୁ ରୂପେ ତୁଳାଇବେ । ବନ୍ଧୁତା ସୂତ୍ରରେ ଆବଦ୍ଧ ରହି କର୍ତବ୍ୟରେ ତ୍ରୁଟି ରହିବ ।

ଉ- ଫାଲ୍‌ଗୁନୀ- ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ସୃଜନଶୀଳତା ଓ ଧର୍ମକାର୍ଯ୍ୟରେ ବାଧାପ୍ରାପ୍ତ ଦେଖାଦେବ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ