• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th March 2023: ଏହି ରାଶିର ବ୍ୟକ୍ତି ଆଜି ନିସ୍ପଳତା ଓ ନିରାଶା ଅନୁଭବ କରିବେ

ସୌର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ବୁଧବାର । ଚନ୍ଦ୍ର - ସିଂହ ଦିବା ୦୮.୫୨ ଗତେ କନ୍ୟା । ତିଥି - ପ୍ରତିପଦ ରାତ୍ରି ୦୭.୪୩ ଗତେ ୨ୟା । ଘାତ ଚନ୍ଦ୍ର - କର୍କଟ, ମକର ଦିବା ୦୮.୫୨ ଗତେ ବୃଷ । ଘାତ ବାର- କର୍କଟ ।

Virgo

କନ୍ୟା

Wednesday 08 Mar 2023

ଉ- ଫାଲ୍‌ଗୁନୀ- ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ବଳିଷ୍ଠଙ୍କ ସହିତ କଥା ହେବା ବେଳେ ସଂଯମ ରଖନ୍ତୁ । ଘର ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।

ହସ୍ତା- କାର୍ଯ୍ୟ କ୍ଷେତ୍ରରେ ନୂଆ ସମ୍ଭାବନା ତଲ୍ଲାସ କରି ପାରନ୍ତି । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ ।

ଚିତ୍ରା- ନୂତନ ଯାନବାହନ କ୍ରୟ କରିବାରେ ଆଗ୍ରହୀ ହେବେ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ