କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୯ମୀ ଦିବା ୦୮.୧୬ ଗତେ ୧୦ମୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ।
ପୂ, ଭାଦ୍ରପଦ- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଦାଂପତ୍ୟ ଜୀବନରେ ମଧୁରତା ବଢିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।
ଉ, ଭାଦ୍ରପଦ- ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।
ରେବତୀ- କଳା, ସାହିତ୍ୟ, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳାମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।
ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୯ମୀ ଦିବା ୦୮.୧୬ ଗତେ ୧୦ମୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ ।