କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୯ମୀ ଦିବା ୦୮.୧୬ ଗତେ ୧୦ମୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ।
ପୁନର୍ବସୁ- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ
ପୁଷ୍ୟା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।
ଅଶ୍ଳେଷା - କୋର୍ଟ, କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ଛାତ୍ରଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ ।
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୯ମୀ ଦିବା ୦୮.୧୬ ଗତେ ୧୦ମୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ ।