• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୯ମୀ ଦିବା ୦୮.୧୬ ଗତେ ୧୦ମୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ।

Virgo

କନ୍ୟା

Saturday 08 Mar 2025

ଉ- ଫାଲ୍‌ଗୁନୀ- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର୍ଯ୍ୟଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।

ହସ୍ତା- ମହିଳାମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ରଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ ।

ଚିତ୍ରା- ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୯ମୀ ଦିବା ୦୮.୧୬ ଗତେ ୧୦ମୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ ।