କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୯ମୀ ଦିବା ୦୮.୧୬ ଗତେ ୧୦ମୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ।
ବିଶାଖା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ ।
ଅନୁରାଧା- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ
ଜ୍ୟୋଷ୍ଠା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୯ମୀ ଦିବା ୦୮.୧୬ ଗତେ ୧୦ମୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ ।