କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୯ମୀ ଦିବା ୦୮.୧୬ ଗତେ ୧୦ମୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ।
ମୂଳା- ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ ।
ପୂ,ଷାଢା- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ରାଜନୀତିରେ ନିଜର ଭାବମୂର୍ତି ରକ୍ଷା କରିବା ପାଇଁ ଚେଷ୍ଟା କରିବେ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ
ଉ,ଷାଢା- ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ । ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୯ମୀ ଦିବା ୦୮.୧୬ ଗତେ ୧୦ମୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ ।