• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୯ମୀ ଦିବା ୦୮.୧୬ ଗତେ ୧୦ମୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ।

Capricorn

ମକର

Saturday 08 Mar 2025

ଉ, ଷାଢା- ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।

ଶ୍ରବଣା- ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।

ଧନିଷ୍ଠା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।

ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୯ମୀ ଦିବା ୦୮.୧୬ ଗତେ ୧୦ମୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ ।