• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର – ବିଛା ସନ୍ଧ୍ୟା ୦୭.୦୯ ଗତେ ଧନୁ ,ତିଥି – ୩ୟା ସନ୍ଧ୍ୟା ୦୬.୧୯ ଗତେ ଚତୁର୍ଥୀ । ଘାତ ଚନ୍ଦ୍ର – ସନ୍ଧ୍ୟା ୦୭.୦୯ ଗତେ ତୁଳା, କୁମ୍ଭ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Monday 08 May 2023

ଅଶ୍ୱନୀ- ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ

ଦ୍ୱିଜା- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ

କୃତିକା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ପ୍ରତିକାର - ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :