• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର – ବିଛା ସନ୍ଧ୍ୟା ୦୭.୦୯ ଗତେ ଧନୁ ,ତିଥି – ୩ୟା ସନ୍ଧ୍ୟା ୦୬.୧୯ ଗତେ ଚତୁର୍ଥୀ । ଘାତ ଚନ୍ଦ୍ର – ସନ୍ଧ୍ୟା ୦୭.୦୯ ଗତେ ତୁଳା, କୁମ୍ଭ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Monday 08 May 2023

କୃତିକା - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ ।

ରୋହିଣୀ – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷତ୍ରୀ ମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ ।

ମୃଗଶିରା – ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।

ପ୍ରତିକାର – ମାଆ କଟକ ଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :